• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Libra

ତୁଳା

Thursday 25 Jan 2024

ଚିତ୍ରା - ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପରିବାରରେ ସମସ୍ତଙ୍କୁ ସାହାଯ୍ୟ କରିବାରେ ସଫଳ ହେବେ । ସମ୍ପର୍କୀୟଙ୍କୁ ମିଥ୍ୟା ପ୍ରତିଶୃତି ଦେଇ ସମାଲୋଚିତ ହୋଇପାରନ୍ତି ।

ସ୍ୱାତୀ - ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ ।

ବିଶାଖା - ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ । ମନ ଭୁଲାଣିଆ କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।

ପ୍ରତିକାର –  ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :