• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Sagittarius

ଧନୁ

Thursday 25 Jan 2024

ମୂଳା - ଜୀବନରେ ଲାଭର ଅବସର ପାଇବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ ।

ପୂ,ଷାଢା- ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । ଅଫିସରେ ଭାବିଥିବା କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ ।

ଉ,ଷାଢା- ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ବାଧ୍ୟତାବଶତଃ ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ମହିଳା ମାନେ ମଧୁର ସଂପର୍କ ଗଢିବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :