• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Capricorn

ମକର

Thursday 25 Jan 2024

ଉ,ଷାଢା - ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଜୀବନରେ ନୂଆ ସଂକେତ ମିଳିପାରେ ।
ଶ୍ରବଣା - ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି ।
ଧନିଷ୍ଠା - ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ଯ୍ୟରେ ବା କଳା, ସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :