ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୮.୩୨ ଗତେ ୧୨ଶୀ,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୩୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ