ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୮.୩୨ ଗତେ ୧୨ଶୀ,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୩୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଆଜ୍ଞା ପାଳନ କରିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩