• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Aries

ମେଷ

Tuesday 25 Jul 2023

ଅଶ୍ୱନୀ - କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।

ଦ୍ୱିଜା - ମହିଳା ମାନେ ଅନ୍ୟକୁ ସାହାର୍ଯ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶୃତି ଦେବେ । ନେତାଙ୍କ ପାଇଁ ଦିନଟି ଭଲ ରହିବ ।

କୃତିକା - କ୍ରୀଡା, ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଜାଗା, ଜମି ଆଦି କ୍ରୟ କରିବା ପାଇଁ ମନସ୍ଥ କରିବେ ।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :