• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Taurus

ବୃଷ

Tuesday 25 Jul 2023

କୃତିକା - କୈାଣସି ସନ୍ତାନଙ୍କ ସ୍ୱାସ୍ଥ୍ୟହାନୀ ଦୁଃଶ୍ଚିନ୍ତାକୁ ବଢାଇ ଦେଇପାରେ । ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ଉତମ ରହିବ । ପ୍ରିୟବ୍ୟକ୍ତିଙ୍କଠାରୁ ବହୁ ଦୂରରେ ରହି ଚିନ୍ତିତ ରହିବେ।

ରୋହିଣୀ - ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି ।

ମୃଗଶିରା - ନୂତନ ଗୃହପୋକରଣ କ୍ରୟ କରିପାରନ୍ତି । ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ। ମହିଳା ମାନେ ପରିଶ୍ରମୀ ହେବେ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :