• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Aquarius

କୁମ୍ଭ

Tuesday 25 Jul 2023

ଧନିଷ୍ଠା - ପିତାମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ ।

ଶତଭିଷା - ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବାକୁ ପଡିପାରେ।

ପୂ, ଭାଦ୍ରପଦ - ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଜିତ ଅଭିଳାଷ ପୂରଣ ହେବ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :