• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Pisces

ମୀନ

Tuesday 25 Jul 2023

ପୂ, ଭାଦ୍ରପଦ - ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ ।

ଉ, ଭାଦ୍ରପଦ - ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଦାମ୍ପତ୍ୟ ଜୀବନରେ ସୁଖ ପାଇବେ ।

ରେବତୀ - ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :