• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Gemini

ମିଥୁନ

Tuesday 25 Jul 2023

ମୃଗଶିରା - ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।

ଆଦ୍ରା - ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ପୁନର୍ବସୁ - କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି । ଧନ ସମ୍ପତି ବଢ଼ାଇବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :