• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Cancer

କର୍କଟ

Tuesday 25 Jul 2023

ପୁନର୍ବସୁ - ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ବ୍ୟସ୍ତ ହେବେ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି । ବିଭିନ୍ନ କ୍ଷେତ୍ରରେ ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।

ପୁଷ୍ୟା - ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ପାଇ ମନୋବଳ ବୃଦ୍ଧି ପାଇବ।

ଅଶ୍ଳେଷା - ଏକ ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ମହିଳା ମାନେ ଅଧିକ କାର୍ଯ୍ୟ କରି ପ୍ରଂଶସିତ ହେବେ।

ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :