• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Leo

ସିଂହ

Tuesday 25 Jul 2023

ମଘା - ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଘର ପାଇଁ ଆସବାବ କ୍ରୟ କରିବେ ।

ପୂ- ଫାଲ୍‌ଗୁନୀ - ସମ୍ପତି ବୃଦ୍ଧି ହୋଇପାରେ । ଅନ୍ତର୍ନିହିତ ପ୍ରତିଭାର ବିକାଶ ଘଟିବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

ଉ- ଫାଲ୍‌ଗୁନୀ - ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବେ ।

ପ୍ରତିକାର – ମାଙ୍କଡକୁ ଫଳ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :