• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Virgo

କନ୍ୟା

Tuesday 25 Jul 2023

ଉ- ଫାଲ୍ଗୁନୀ - ଅଫିସରେ ଅନ୍ୟର ସହଯୋଗରେ କାମ କଲେ ଉପକାର ପାଇବେ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ।

ହସ୍ତା - କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ । ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ସତତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

ଚିତ୍ରା - ଗୃହସୀମାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :