• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Libra

ତୁଳା

Tuesday 25 Jul 2023

ଚିତ୍ରା- ପରିବାରରେ ସବୁ କିଛି ଭଲ ରହିବ । ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତନ କରିପାରନ୍ତି ।

ସ୍ୱାତୀ - ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଗୁରୁଜନ ମାନେ ନିଜ ସନ୍ତାନ ମାନଙ୍କୁ ନେଇ ଚିନ୍ତିତ ରହିବେ । ମହିଳା ମାନେ ଉଚ୍ଚମନା ରହିବେ ।

ବିଶାଖା - ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :