• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Scorpio

ବିଛା

Tuesday 25 Jul 2023

ବିଶାଖା - ଶାରୀରିକ ସମସ୍ୟାକୁ ଅଣଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

ଅନୁରାଧା - ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ଅଫିସରେ ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ।

ଜ୍ୟୋଷ୍ଠା - ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :