• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Sagittarius

ଧନୁ

Tuesday 25 Jul 2023

ମୂଳା - ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚିତ୍ର ଦେଖୀପାରନ୍ତି।

ପୂ, ଷାଢା - ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ମହିଳା ମାନେ ଧର୍ମପରାୟଣ ରହିବେ ।

ଉ, ଷାଢା - କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରାଜନୈତିକ ବ୍ୟକ୍ତିଙ୍କ ଅକ୍ରୋଶର ଶିକାର ହେବେ ।

ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :