• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2023: ଏହି ରାଶିର ବ୍ୟକ୍ତିମାନଙ୍କର ମନପସନ୍ଦର ଜୀବନସାଥୀ ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ

Capricorn

ମକର

Tuesday 25 Jul 2023

ଉ, ଷାଢା - ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଊଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ଉପକୃତ ହୋଇପାରନ୍ତି ।

ଶ୍ରବଣା - ଭଲ ଡାଏଟ୍ ରଖି ସ୍ୱାସ୍ଥ୍ୟର ଧ୍ୟାନ ନେଇପାରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ରାଜନୀତିରେ ସୁନାମ ଅର୍ଜନ କରିପାରିବେ।

ଧନିଷ୍ଠା - ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :