• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2024: ଏହି ରାଶିର ବ୍ୟକ୍ତିଙ୍କୁ ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ

Taurus

ବୃଷ

Thursday 25 Jul 2024

କୃତିକା- ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।

ରୋହିଣୀ- ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି ।

ମୃଗଶିରା- ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୁଖ ଉପଭୋଗ କରିବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :