• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2024: ଏହି ରାଶିର ବ୍ୟକ୍ତିଙ୍କୁ ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ

Aquarius

କୁମ୍ଭ

Thursday 25 Jul 2024

ଧନିଷ୍ଠା- କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ଶତଭିଷା- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଷ କଥା ଆଲୋଚନା କରିବେ ।

ପୂ,ଭାଦ୍ରପଦ- ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ ।

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :