• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2024: ଏହି ରାଶିର ବ୍ୟକ୍ତିଙ୍କୁ ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ

Gemini

ମିଥୁନ

Thursday 25 Jul 2024

ମୃଗଶିରା- ପାରିବାରିକ ଜୀବନରେ ସେବା ଶୁଶ୍ରୁଷା ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।

ଆଦ୍ରା- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।

ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ଘରେ କୌଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :