• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2024: ଏହି ରାଶିର ବ୍ୟକ୍ତିଙ୍କୁ ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ

Cancer

କର୍କଟ

Thursday 25 Jul 2024

ପୁନର୍ବସୁ- ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।

ପୁଷ୍ୟା- ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଅଶ୍ଲେଷା- ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ ।

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :