• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2024: ଏହି ରାଶିର ବ୍ୟକ୍ତିଙ୍କୁ ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ

Leo

ସିଂହ

Thursday 25 Jul 2024

ମଘା- ବାଣିଜ୍ୟ-ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୌଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ ।

ପୂ,ଫାଲଗୁନି- ରାଜନୀତିରେ ରହି ଲୋକଙ୍କୁ ସହଯୋଗର ମନବୃତ୍ତି ପୋଷଣ କରିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।

ଉ,ଫାଲଗୁନି- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :