• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2024: ଏହି ରାଶିର ବ୍ୟକ୍ତିଙ୍କୁ ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ

Virgo

କନ୍ୟା

Thursday 25 Jul 2024

ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।

ହସ୍ତା- କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ ।

ଚିତ୍ରା- କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୌଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି ।

ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :