• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2024: ଏହି ରାଶିର ବ୍ୟକ୍ତିଙ୍କୁ ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ

Libra

ତୁଳା

Thursday 25 Jul 2024

ଚିତ୍ରା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପରିବାରରେ ସମସ୍ତଙ୍କୁ ସାହାଯ୍ୟ କରିବାରେ ସଫଳ ହେବେ । ସମ୍ପର୍କୀୟଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ସମାଲୋଚିତ ହୋଇପାରନ୍ତି ।

ସ୍ୱାତୀ- ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ ।

ବିଶାଖା- ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :