• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2024: ଏହି ରାଶିର ବ୍ୟକ୍ତିଙ୍କୁ ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ

Capricorn

ମକର

Thursday 25 Jul 2024

ଉ,ଷାଢା- ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ ।

ଶ୍ରବଣା- ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ଧନିଷ୍ଠା- ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :