• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ – ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତାରେ ଭଲ ପରାମର୍ଶ ପାଇବେ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ଖଣିଜ , ଧାତବ ଦ୍ରବ୍ୟ ,ଖାଦ୍ୟ ଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ ।

Leo

ସିଂହ

Friday 25 Jul 2025

ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଚ୍ଛା ହେବ ।ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ ।

ମଘା – ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଚ୍ଛା ହେବ । ପୂ , ଫାଲଗୁନୀ - ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ । ଉ ,ଫାଲଗୁନୀ – ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।

ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ – ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତାରେ ଭଲ ପରାମର୍ଶ ପାଇବେ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ଖଣିଜ , ଧାତବ ଦ୍ରବ୍ୟ ,ଖାଦ୍ୟ ଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ ।