• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନଲାଭ ହୋଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।

Aries

ମେଷ

Sunday 25 Jun 2023

ଅଶ୍ୱନୀ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ ।

ଦ୍ୱିଜା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେ‍ବେ। ବିଦ୍ୟାର୍ଥୀମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

କୃତିକା- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳାମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରି ପାରନ୍ତି ।

ପ୍ରତିକାର - ମା’ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :