• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନଲାଭ ହୋଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।

Pisces

ମୀନ

Sunday 25 Jun 2023

ପୂ, ଭାଦ୍ରପଦ- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ।

ଉ, ଭାଦ୍ରପଦ– ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ରେବତୀ- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳାମାନେ ଦୁଃଖିତ ରହିବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ ।

ପ୍ରତିକାର – ଅଶ୍ୱସ୍ତ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :