• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନଲାଭ ହୋଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।

Gemini

ମିଥୁନ

Sunday 25 Jun 2023

ମୃଗଶିରା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡ଼ିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ଆଦ୍ରା- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

ପୁନର୍ବସୁ- ମହିଳାମାନଙ୍କ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଈକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :