• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନଲାଭ ହୋଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।

Leo

ସିଂହ

Sunday 25 Jun 2023

ମଘା- ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।

ପୂ- ଫାଲ୍‌ଗୁନୀ- ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

ଉ- ଫାଲ୍‌ଗୁନୀ- କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳାମାନେ କାର୍ଯ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :