• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନଲାଭ ହୋଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।

Virgo

କନ୍ୟା

Sunday 25 Jun 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର୍ଯ୍ୟକ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ ।

ହସ୍ତା- ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।

ଚିତ୍ରା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳାମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ ।

ପ୍ରତିକାର - ବୁଧଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :