• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନଲାଭ ହୋଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।

Sagittarius

ଧନୁ

Sunday 25 Jun 2023

ମୂଳା- ସାଂସାରୀକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶରୀର ଅସୁସ୍ଥତା ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ ।

ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକଙ୍କ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ ।

ଉ, ଷାଢା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳାମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ ।

ପ୍ରତିକାର- ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :