• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନଲାଭ ହୋଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।

Capricorn

ମକର

Sunday 25 Jun 2023

ଉ, ଷାଢା- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ଶ୍ରବଣା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ

ଧନିଷ୍ଠା- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :