ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ ।
ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
କୃତିକା- ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯