• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Tuesday 25 Jun 2024

କୃତିକା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା  ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ ।

ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ  ହେବେ । ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।

ମୃଗଶିରା- ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS