• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Tuesday 25 Jun 2024

ଧନିଷ୍ଠା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ଶତଭିଷା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି ।   ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ପୂ,ଭାଦ୍ରପଦ- ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS