• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Tuesday 25 Jun 2024

ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତନ ପାଇଁ ଦିନଟି ଭଲ ।

ଉ,ଭାଦ୍ରପଦ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ ।

ରେବତୀ- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS