• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Tuesday 25 Jun 2024

ପୁନର୍ବସୁ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ  ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୁଷ୍ୟା- କର୍ମ କ୍ଷେତ୍ରରେ  ଶତୃତା ବୃଦ୍ଧି  ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା  ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ ।

ଅଶ୍ଲେଷା- ଧିରେ ଧିରେ ପ୍ରଗତି ପଥରେ ଅଗ୍ରସର ହେବେ ।  ବିଦେଶ ଯାତ୍ରା କରି ପାରନ୍ତି । ଭଲ ବ୍ୟବହାର ଯୋଗୁଁ ସମସ୍ତଙ୍କର ପ୍ରିୟ ହୋଇ ପାରନ୍ତି ।

ପ୍ରତିକାର – ଭୂବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ  ।
 
ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS