• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Tuesday 25 Jun 2024

ମଘା- ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ । ଅନ୍ୟ ମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ । 

ପୂ,ଫାଲଗୁନି- କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ମହିଳା ମାନଙ୍କର ଖ୍ୟାତି ବୃଦ୍ଧି ପାଇବ । ଛାତ୍ରଛାତ୍ରି ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।

ଉ,ଫାଲଗୁନି- ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ମାନସିକ ଏକାଗ୍ରତା ରଖି ପାରିବେ ନାହିଁ ।

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :

VASTU TIPS