• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Tuesday 25 Jun 2024

ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ  ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ ।

ହସ୍ତା- ମହିଳା ମାନେ ଧର୍ମପରାୟଣ ରହିବା ସହିତ ବନ୍ଧୁ ପରିଜନଙ୍କ ପ୍ରିୟଭାଜନ ହେବେ । ବିଦ୍ୟାର୍ଥୀ ମାନେ କୃତିତ୍ୱ ହାସଲ କରିବେ । ପ୍ରଶାସନିକ ସ୍ତରରେ ଭଲ କାମ କରିପାରନ୍ତି ।

ଚିତ୍ରା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି ।  ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।

ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS