• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Tuesday 25 Jun 2024

ମୂଳା- ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା  କରିପାରିବେ । ସ୍ୱାସ୍ଥ୍ୟ ସମସ୍ୟା ମାନସିକ ସ୍ଥିତିକୁ ବିଷାଦ ଗ୍ରସ୍ତ କରିପାରେ । ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି।

ପୂ,ଷାଢା- ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହେଯାଗୀ ମାନଙ୍କର ସାହାର୍ଯ୍ୟ ସହଯୋଗ ମିଳିବ । ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି।

ଉ,ଷାଢା- କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇପାରିବେ। 

ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS