• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Tuesday 25 Jun 2024

ଉ,ଷାଢା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ।
    
ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି ।  ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ ।

ଧନିଷ୍ଠା- ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – ଶନିଦେବଙ୍କର  ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS