ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର ।ଚନ୍ଦ୍ର – ମେଷ ସନ୍ଧ୍ୟା ୦୭.୨୫ ଗତେ ବୃଷ,ତିଥି – ୩ୟା ଦିବା ୦୪.୨୩ ଗତେ ୫ମୀ,ଘାତ ଚନ୍ଦ୍ର – ମେଷ ସନ୍ଧ୍ୟା ୦୭.୨୫ ଗତେ ବିଛା,ଘାତ ବାର- ବୃଷ, ସିଂହ ଓ କନ୍ୟା,.ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୧.୧୯ ଗତେ ୨ ପାଦ ।
ଧନିଷ୍ଠା- ଶରୀର ସୁସ୍ଥ ରହିବ । ପାରିବାରିକ ଜୀବନରେ ସୁଖ ଶାନ୍ତିର ବାତାବରଣ ରହିବ । ବ୍ୟବସାୟ କ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବା ସହିତ ଆଶାତୀତ ଫଳ ପାଇବେ ।
ଶତଭିଷା- କର୍ମ କ୍ଷେତ୍ରରେ ଅଧିକ ଚାପ ଯୋଗୁଁ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।
ପୂ, ଭାଦ୍ରପଦ- ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮