• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଚାକିରିର ସୁଯୋଗ ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର ।ଚନ୍ଦ୍ର – ମେଷ ସନ୍ଧ୍ୟା ୦୭.୨୫ ଗତେ ବୃଷ,ତିଥି – ୩ୟା ଦିବା ୦୪.୨୩ ଗତେ ୫ମୀ,ଘାତ ଚନ୍ଦ୍ର – ମେଷ ସନ୍ଧ୍ୟା ୦୭.୨୫ ଗତେ ବିଛା,ଘାତ ବାର- ବୃଷ, ସିଂହ ଓ କନ୍ୟା,.ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୧.୧୯ ଗତେ ୨ ପାଦ ।

Scorpio

ବିଛା

Saturday 25 Mar 2023

ବିଶାଖା- କୌଣସି ପ୍ରକାର ନିଶା ଠାରୁ ଦୂରରେ ରୁହନ୍ତୁ । ପ୍ରିୟଜନ ମାନେ ଆଗକୁ ବଢିବା ପାଇଁ ଆର୍ଥିକ ସହୟତା କରିବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ ।

ଅନୁରାଧା- କର୍ମ କ୍ଷେତ୍ରରେ ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି କାମକୁ ସହଜ କରିବେ । ରାଜନୀତି କ୍ଷେତ୍ରରେ ସହଯୋଗ କରିବେ । ଶିକ୍ଷାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ସୁଚନା ମିଳିବ

ଜ୍ୟୋଷ୍ଠା- ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :