• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଚାକିରିର ସୁଯୋଗ ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର ।ଚନ୍ଦ୍ର – ମେଷ ସନ୍ଧ୍ୟା ୦୭.୨୫ ଗତେ ବୃଷ,ତିଥି – ୩ୟା ଦିବା ୦୪.୨୩ ଗତେ ୫ମୀ,ଘାତ ଚନ୍ଦ୍ର – ମେଷ ସନ୍ଧ୍ୟା ୦୭.୨୫ ଗତେ ବିଛା,ଘାତ ବାର- ବୃଷ, ସିଂହ ଓ କନ୍ୟା,.ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୧.୧୯ ଗତେ ୨ ପାଦ ।

Sagittarius

ଧନୁ

Saturday 25 Mar 2023

ମୂଳା- ସନ୍ତୁଳିତ ଖାଦ୍ୟ ବଜାୟ ରଖିବାକୁ ଚେଷ୍ଟା କରିବା ଉଚିତ । ପରିବାର ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ । ବିବାହିତ ଜୀବନରେ କିଛି ସମସ୍ୟା ସୃଷ୍ଟି ହୋଇପାରେ । କୌଣସି ପ୍ରକାରର ଚାପରୁ ଦୂରେଇ ରହିବା ଉଚିତ

ପୂ, ଷାଢା- କର୍ମ କ୍ଷେତ୍ରରେ ପରିବର୍ତନ ଆଣିବା ପାଇଁ ଚେଷ୍ଟା କରିବେ । ଛାତ୍ରଛାତ୍ରି ମାନେ କଠିନ ପରିଶ୍ରମ କରିବା ସହିତ ପ୍ରତିଯୋଗିତା ପରିକ୍ଷାରେ ଭଲ କରିବେ । କ୍ରିଡା ଓ ପ୍ରତିଦୋନ୍ଦିତା କ୍ଷେତ୍ରରେ ଉତିର୍ଣ୍ଣ ହେ ବେ ।

ଉ, ଷାଢା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :