ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ
ଅଶ୍ୱନୀ- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର୍ୟ୍ୟରେ କୃତକାର୍ୟ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ
ଦ୍ୱିଜା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ । ଆତ୍ମୀୟ ସୂଜନଙ୍କ ସାହାର୍ଯ୍ୟ ସହଯୋଗ ପାଇବେ
କୃତିକା- ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆପଣଙ୍କ ସି୍ଥତି ବିପର୍ୟ୍ୟସ୍ତ ହୋଇପାରେ, ଏବଂ କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ
ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯