• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଜମି କ୍ରୟ କରି ପାରନ୍ତି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ

Taurus

ବୃଷ

Monday 25 Mar 2024

କୃତିକା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ସାମାନ୍ୟ ଚିନ୍ତା ଦେଖାଦେବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ

ରୋହିଣୀ- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ

ମୃଗଶିରା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :