ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ
ଧନିଷ୍ଠା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ
ଶତଭିଷା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ôଯତଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳା ମାନେ ଉତ୍ସାହିତ ରହିବେ
ପୂ, ଭାଦ୍ରପଦ- ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ୟ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮