• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଜମି କ୍ରୟ କରି ପାରନ୍ତି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ

Pisces

ମୀନ

Monday 25 Mar 2024

ପୂ, ଭାଦ୍ରପଦ- ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ

ଉ, ଭାଦ୍ରପଦ- କାର‌୍ୟ୍ୟଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ

ରେବତୀ- ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହି । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :