ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ
ମୃଗଶିରା- ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୈାଣସି ବଡ ଧରଣର ଯୋଜନା କାର୍ୟ୍ୟକାରୀ ହୋଇପାରେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ
ଆଦ୍ରା- ଦୂରଯାତ୍ରା,ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ
ପୁନର୍ବସୁ- ପରୋକ୍ଷ ଶତୃତା ପ୍ରତି ସତର୍କ ରହିବା ଭଲ ରହିବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫